• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସ୍ଥାନ ବୁଲିଯିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର ।ଚନ୍ଦ୍ର – କନ୍ୟା ପ୍ରାତଃ ୦୬.୪୭ ଗତେ ତୁଳା,ତିଥି - ୮ମୀ ରାତ୍ରି ୦୭.୪୫ ଗତେ ୯ମୀ,ଘାତ ଚନ୍ଦ୍ର – ବୃଷ ପ୍ରାତଃ ୦୬.୪୭ ପର୍ଯ୍ୟନ୍ତ,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Cancer

କର୍କଟ

Sunday 15 Jan 2023

ପୁନର୍ବସୁ – ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । କିଛି ନୂଆ କାମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଂଶସିତ ହେବେ ।

ପୁଷ୍ୟା – ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ

ଅଶ୍ଳେଷା – ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :