• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସ୍ଥାନ ବୁଲିଯିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର ।ଚନ୍ଦ୍ର – କନ୍ୟା ପ୍ରାତଃ ୦୬.୪୭ ଗତେ ତୁଳା,ତିଥି - ୮ମୀ ରାତ୍ରି ୦୭.୪୫ ଗତେ ୯ମୀ,ଘାତ ଚନ୍ଦ୍ର – ବୃଷ ପ୍ରାତଃ ୦୬.୪୭ ପର୍ଯ୍ୟନ୍ତ,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Leo

ସିଂହ

Sunday 15 Jan 2023

ମଘା – ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ବିଗିଡି ଯାଇଥିବା କାର୍ଯ୍ୟ ଠିକ୍ ହୋଇଯିବ ।

ପୂ , ଫାଲଗୁନୀ - ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ଉ ,ଫାଲଗୁନୀ – ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ଦୂର ସ୍ଥାନକୁ ଯାତ୍ରା କରିବେ । ନିଜ ପରିଶ୍ରମର ସଫଳତା ପାଇବେ

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :