• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସ୍ଥାନ ବୁଲିଯିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର ।ଚନ୍ଦ୍ର – କନ୍ୟା ପ୍ରାତଃ ୦୬.୪୭ ଗତେ ତୁଳା,ତିଥି - ୮ମୀ ରାତ୍ରି ୦୭.୪୫ ଗତେ ୯ମୀ,ଘାତ ଚନ୍ଦ୍ର – ବୃଷ ପ୍ରାତଃ ୦୬.୪୭ ପର୍ଯ୍ୟନ୍ତ,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Virgo

କନ୍ୟା

Sunday 15 Jan 2023

ଉ , ଫାଲଗୁନୀ – ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ।

ହସ୍ତା – ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି । କୈାଣସି ବିଶିଷ୍ଠ ବ୍ୟକ୍ତିଙ୍କ ସହଯୋଗ ମନୋବଳକୁ ବଢେଇ ଦେବ

ଚିତ୍ରା – ରାଜନିତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଉତମ ଫଳ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ସହିିତ ଯାତାୟତ କରିବା ଉଚିତ୍ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :