• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସ୍ଥାନ ବୁଲିଯିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର ।ଚନ୍ଦ୍ର – କନ୍ୟା ପ୍ରାତଃ ୦୬.୪୭ ଗତେ ତୁଳା,ତିଥି - ୮ମୀ ରାତ୍ରି ୦୭.୪୫ ଗତେ ୯ମୀ,ଘାତ ଚନ୍ଦ୍ର – ବୃଷ ପ୍ରାତଃ ୦୬.୪୭ ପର୍ଯ୍ୟନ୍ତ,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Libra

ତୁଳା

Sunday 15 Jan 2023

ଚିତ୍ରା – ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ଆପଣଙ୍କର କେତେକ କ୍ଷେତ୍ରରେ ଉନ୍ନତିକର ହେବ

ସ୍ୱାତୀ – କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ

ବିଶାଖା – ଆୟନୀର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ଯାନବାହନ କ୍ରୟ କରିବାର ସୁବିଧା ପାଇବେ

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :