• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସ୍ଥାନ ବୁଲିଯିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର ।ଚନ୍ଦ୍ର – କନ୍ୟା ପ୍ରାତଃ ୦୬.୪୭ ଗତେ ତୁଳା,ତିଥି - ୮ମୀ ରାତ୍ରି ୦୭.୪୫ ଗତେ ୯ମୀ,ଘାତ ଚନ୍ଦ୍ର – ବୃଷ ପ୍ରାତଃ ୦୬.୪୭ ପର୍ଯ୍ୟନ୍ତ,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Scorpio

ବିଛା

Sunday 15 Jan 2023

ବିଶାଖା – ସ୍ୱାସ୍ଥ୍ୟରେ କିଛି ପରିବର୍ତନ ଆସିବ । ପରୋକ୍ଷ ଶତୃତା ଦୈନିକ ଜିବନ ଚର‌୍ୟ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ ।

ଅନୁରାଧା – ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ ।

ଜ୍ୟେଷ୍ଠା – କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :