• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସ୍ଥାନ ବୁଲିଯିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର ।ଚନ୍ଦ୍ର – କନ୍ୟା ପ୍ରାତଃ ୦୬.୪୭ ଗତେ ତୁଳା,ତିଥି - ୮ମୀ ରାତ୍ରି ୦୭.୪୫ ଗତେ ୯ମୀ,ଘାତ ଚନ୍ଦ୍ର – ବୃଷ ପ୍ରାତଃ ୦୬.୪୭ ପର୍ଯ୍ୟନ୍ତ,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Sagittarius

ଧନୁ

Sunday 15 Jan 2023

ମୂଳା – ଭାଇ, ଭାଇ ମଧ୍ୟରେ ସାମାନ୍ୟ ସମସ୍ୟା ଦେଖା ଦେଇପାରେ । ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ୱାରା ପ୍ରଂଶସା ପାଇବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ ।

ପୂ , ଷାଢା – ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ ।

ଉ , ଷାଢା – ଭୂ-ସମ୍ପତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :