• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସ୍ଥାନ ବୁଲିଯିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର ।ଚନ୍ଦ୍ର – କନ୍ୟା ପ୍ରାତଃ ୦୬.୪୭ ଗତେ ତୁଳା,ତିଥି - ୮ମୀ ରାତ୍ରି ୦୭.୪୫ ଗତେ ୯ମୀ,ଘାତ ଚନ୍ଦ୍ର – ବୃଷ ପ୍ରାତଃ ୦୬.୪୭ ପର୍ଯ୍ୟନ୍ତ,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Capricorn

ମକର

Sunday 15 Jan 2023

ଉ , ଷାଢା - ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା କରିବାରେ ମନରେ ଦ୍ୱନ୍ଦ ଆସିବ । ସନ୍ତାନ ମାନଙ୍କ ଉନ୍ନତି ପାଇଁ ମନରେ ଖୁସି ଆସିବ ।

ଶ୍ରବଣା – ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ବ୍ୟବସାୟରେ କୈାଣସି ପରିସି୍ଥତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । ଚେଷ୍ଟା କରିଲେ ଅନ୍ୟକୁ ଦେଇଥିବା ଧନ ମିଳିପାରିବ ।

ଧନିଷ୍ଠା – ଜମିଜମା ଓ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :