Advertisment

Daily Horoscope 15th January 2025: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଯୋଗ ରହିଛି

author-image
Pallipuspa Samal
Daily Horoscope 15th January 2025: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଯୋଗ ରହିଛି
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୨ ୟା ରାତ୍ରି ୦୩.୨୩ ଗତେ ୩ୟା, ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୩.୨୩ ପର୍ଯ୍ୟନ୍ତ ।