• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2023: ଆଶା କରିଥିବା ଜିନିଷ ସହଜରେ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Aries

ମେଷ

Saturday 15 Jul 2023

ଅଶ୍ୱନୀ- ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ।    
ଦ୍ୱିଜା- ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜିବ। ପଡ଼ୋଶୀ କିମ୍ବା ସମ୍ପର୍କୀୟା ଭଉଣୀଙ୍କ ସହ ମତାନ୍ତର ସୃଷ୍ଟି କରିବ। ପାରିବାରିକ ସମସ୍ୟା ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ।
କୃତିକା- କର୍ମକ୍ଷେତ୍ରର ବିଭିନ୍ନ ଘଟଣାବଳୀ ମନକୁ ଆଲୋଡିତ କରିବ। ପୁଣି କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS