• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2023: ଆଶା କରିଥିବା ଜିନିଷ ସହଜରେ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Taurus

ବୃଷ

Saturday 15 Jul 2023

କୃତିକା- ସାମଗ୍ରିକ ଦୃଷ୍ଟିକୋଣରୁ ଆପଣଙ୍କ ସକାଶେ ବହୁତ ଭଲ। ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। 
ରୋହିଣୀ- ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନବଳାଇ କର୍ମମୁଖର ହେବେ। ପ୍ରତ୍ୟେକ କ୍ଷେତ୍ରରେ ଆଡ୍‌ଜଷ୍ଟ୍‌ କରି ଚଳିପାରିବା ହେତୁ କିଛି ଅସୁବିଧା ହେବନାହିଁ। ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନାହିଁ। 
ମୃଗଶିରା- ପ୍ରତିଦ୍ୱନ୍ଦ୍ୱିତା ବଢ଼ିଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହେବେ।    

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS