• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2023: ଆଶା କରିଥିବା ଜିନିଷ ସହଜରେ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Aquarius

କୁମ୍ଭ

Saturday 15 Jul 2023

ଧନିଷ୍ଠା- ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍ ଭାବେ ବୁଝି ପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ଆର୍ଥିକ ସମସ୍ୟାର ସରଳ ସମାଧାନ କରିବାରେ ଅସମର୍ଥ ହେବେ।
ଶତଭିଷା- କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍ ହେବ ନାହିଁ।
ପୂ,  ଭାଦ୍ରପଦ- ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ । ଧାତୁ, ଅଳଙ୍କାର ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ପିନ୍ଧନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS