• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2023: ଆଶା କରିଥିବା ଜିନିଷ ସହଜରେ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Pisces

ମୀନ

Saturday 15 Jul 2023

ପୂ, ଭାଦ୍ରପଦ- ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିନପାରେ। ବିଭିନ୍ନ ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟସ୍ତ କରାଇବ। ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ।
ଉ, ଭାଦ୍ରପଦ- ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ।
ରେବତୀ- ଅଟକି ରହିଥିବା କାର୍ଯ୍ୟର ସମସ୍ୟାଟି ଆକସ୍ମିକ ଭାବେ ସମାଧାନ ହୋଇଯିବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। 

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS