• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2023: ଆଶା କରିଥିବା ଜିନିଷ ସହଜରେ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Gemini

ମିଥୁନ

Saturday 15 Jul 2023

ମୃଗଶିରା- ସମ୍ପର୍କୀୟଙ୍କ ସାହାଯ୍ୟରୁ ଅଟକି ଥିବା କାମଟି ହଠାତ୍ ହୋଇଯିବ। ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। 
ଆଦ୍ରା-ଆଲୋଚନା କାଳରେ ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୀଳ ହେବେ। ବ୍ୟବସାୟ ଓ ପରିବହନରେ ଲାଭବାନ ହେବା ସହିତ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।    
ପୁନର୍ବସୁ- ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ। ଅପୂରଣୀୟ ଆଶା ମନରେ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତି ରହିବେ। ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS