• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2023: ଆଶା କରିଥିବା ଜିନିଷ ସହଜରେ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Leo

ସିଂହ

Saturday 15 Jul 2023

ମଘା- ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। 
ପୂ- ଫାଲ୍‌ଗୁନୀ- ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଯେଉଁ କାମରେ ବାହାରିଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। ମାଲିମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ଅସୁବିଧା ହେବ ନାହିଁ।
ଉ- ଫାଲ୍‌ଗୁନୀ- କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ଧୈର‌୍ୟ୍ୟର ସହ ପରିସ୍ଥିତିର ସାମ୍ନା କଲେ ଉପକୃତ ହେବେ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS