• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2023: ଆଶା କରିଥିବା ଜିନିଷ ସହଜରେ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Virgo

କନ୍ୟା

Saturday 15 Jul 2023

ଉ- ଫାଲ୍‌ଗୁନୀ- ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଖାଦ୍ୟପେୟର ଅଜୀର୍ଣ୍ଣ ଓ ଅମାଶୟ ଦେଖାଦେଇପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ହସ୍ତା- ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ । ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ, କିନ୍ତୁ ମାନସିକ ଅସ୍ଥିରତା ଲାଗି ରହିବ। 
ଚିତ୍ରା- ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଗୃହସୀମାଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପିଲାମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି।

ପ୍ରତିକାର -  ମିଠା ଖାଇ ଘରୁ ବାହରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS