• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2023: ଆଶା କରିଥିବା ଜିନିଷ ସହଜରେ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Libra

ତୁଳା

Saturday 15 Jul 2023

ଚିତ୍ରା- ଯେଉଁ କାମ ଆଜି ଆରମ୍ଭ କରିବେ ସଫଳତା ଫାଇବା କଷ୍ଟ ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ। 
ସ୍ୱାତୀ- ପିଲାଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହୋଇପାରେ । ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ। କିନ୍ତୁ ସମ୍ମୁଖରେ କିଛି କହି ପାରିବେ ନାହିଁ। ବାଣିଜ୍ୟରେ ଉନ୍ନତି କରିବେ
ବିଶାଖା- ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହିତ ବନ୍ଧୁ ସମ୍ପର୍କ ବୃଦ୍ଧି ପାଇବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି।

ପ୍ରତିକାର – ପର୍ଶୁରାମଙ୍କୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS