• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2023: ଆଶା କରିଥିବା ଜିନିଷ ସହଜରେ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Scorpio

ବିଛା

Saturday 15 Jul 2023

ବିଶାଖା- ପରିବାର ଭିତରର କିଛି କଥା ଅନ୍ୟମାନଙ୍କ ଆଗରେ କହିପାରିବେ ନାହିଁ । ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ।
ଅନୁରାଧା- ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭ ।
ଜ୍ୟୋଷ୍ଠା- କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି। ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। 

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS