• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2023: ଆଶା କରିଥିବା ଜିନିଷ ସହଜରେ ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Sagittarius

ଧନୁ

Saturday 15 Jul 2023

ମୂଳା- କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ।
ପୂ, ଷାଢା- ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ଜଣେ ବନ୍ଧୁଙ୍କ ଟାଣକଥାକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ମନର ଭାବକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ।
ଉ,  ଷାଢା- ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇ ପାରନ୍ତି । ଭୁଲ୍ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। 

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS