ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ
ଉ, ଷାଢା- ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ, ନିର୍ମାଣ, ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିବେ।
ଶ୍ରବଣା- ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଇଚ୍ଛାନୁଯାୟୀ କାମଗୁଡ଼ିକ ହେବାରୁ ମାନସିକ ସ୍ଥିରତା ରହିବ। ଅନ୍ୟକୁ ଭରସା କରି ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହୋଇଯିବେ।
ଧନିଷ୍ଠା- ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କଳା, ସାହିତ୍ୟ, ସଂସ୍କୃତି, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ। ବହୁତ ଦିନରୁ ଲାଗି ରହିଥିବା କଚେରି ମାମଲା ଚିନ୍ତାର କାରଣ ହୋଇପାରେ।
ପ୍ରତିକାର – ମା ଶାରଳାଙ୍କ ଆରାଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮