• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2024: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ ପାଇବେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୯ମୀ ସନ୍ଧ୍ୟା ୦୭.୧୯ ଗତେ ୧୦ ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୨୮ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ

Taurus

ବୃଷ

Monday 15 Jul 2024

କୃତିକା- ପରିବାରର ଲୋକଙ୍କ ସହଯୋଗ ମନୋଭାବରୁ ଖୁସି ରହିବେ । ସାମୟିକ ପ୍ରତିବନ୍ଧକ କାରଣରୁ କର୍ମକ୍ଷେତ୍ରରେ ସୁଯୋଗର ସଦ୍ବ୍ୟବହାର କରିବା କଷ୍ଟକର ହୋଇପାରେ। ହସ୍ତା ନକ୍ଷତ୍ର ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ

ରୋହିଣୀ- କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର‌୍ୟ୍ୟଦା ବୃଦ୍ଧି ପାଇବ। ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡିବେ। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ।

ମୃଗଶିରା- ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ । ଜାଗା, ଜମି, ସମ୍ପତି ଓ ଯାନବାହନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :