• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th July 2024: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ ପାଇବେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୯ମୀ ସନ୍ଧ୍ୟା ୦୭.୧୯ ଗତେ ୧୦ ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୨୮ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ

Cancer

କର୍କଟ

Monday 15 Jul 2024

ପୁନର୍ବସୁ- କାର‌୍ୟ୍ୟସିଦ୍ଧିରୁ ମନ ପ୍ରଫୁଲ୍ଲିତ ରହିବ। ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ। ବନ୍ଧୁ ସହଯୋଗ ଓ ସମ୍ମାନ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ

ପୁଷ୍ୟା- ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବାକି ଥିବା ଅର୍ଥ ପାଇବା ପରେ ବ୍ୟବସାୟୀ ମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ ।

ଅଶ୍ଲେଷା- ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :