ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।
ଅଶ୍ୱନୀ – ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । ଘର ପାଇଁ କିଛି ଆସବାବ କ୍ରୟ କରି ପାରନ୍ତି । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ
ଦ୍ୱିଜା – ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।
କୃତିକା – ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ନିଜର ଦୋଷ ତୃଟି ସ୍ୱକାର କରିବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯