• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Aries

ମେଷ

Thursday 15 Jun 2023

ଅଶ୍ୱନୀ – ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । ଘର ପାଇଁ କିଛି ଆସବାବ କ୍ରୟ କରି ପାରନ୍ତି । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ

ଦ୍ୱିଜା – ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।

କୃତିକା – ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ନିଜର ଦୋଷ ତୃଟି ସ୍ୱକାର କରିବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :