• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Taurus

ବୃଷ

Thursday 15 Jun 2023

କୃତିକା - କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ ।

ରୋହିଣୀ – ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ

ମୃଗଶିରା – ମହିଳା ମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ

ପ୍ରତିକାର – ଦେବୀ ମାଙ୍କ ମନ୍ଦିରରେ କିଛି ଦାନ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :