• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Thursday 15 Jun 2023

ଧନିଷ୍ଠା – ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।

ଶତଭିଷା – ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ

ପୂ , ଭାଦ୍ରପଦ – ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।

ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :