• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Pisces

ମୀନ

Thursday 15 Jun 2023

ପୂ , ଭାଦ୍ରପଦ - ପାରିବାରିକ ସହମତିରେ କାର‌୍ୟ୍ୟ ସିଦ୍ଧି ଘଟିପାରେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ

ଉ , ଭଦ୍ରପଦ - କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ରେବତୀ – ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ନୂଆ ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ଅଶ୍ୱସ୍ଥ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :