• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Gemini

ମିଥୁନ

Thursday 15 Jun 2023

ମୃଗଶିରା - ସ୍ୱାସ୍ଥ୍ୟ ଦୃଷ୍ଟିରୁ ସବୁ ଭଲ ରହିବ । ଚାକିରିରେ ସହକର୍ମୀ ମାନେ ସହଯୋଗ କରିବେ । କାମ ନିର୍ଦ୍ଧାରିତ ସମୟରେ ପୁରା କରିବା ପାଇଁ ଚେଷ୍ଟା କରିବେ ।

ଆଦ୍ରା - ନୂତନ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରି ପାରନ୍ତି । ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହୋଇପାରନ୍ତି ।

ପୁନର୍ବସୁ – ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :