• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Cancer

କର୍କଟ

Thursday 15 Jun 2023

ପୁନର୍ବସୁ - ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।

ପୁଷ୍ୟା – ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ବେପାରରେ ପ୍ରଗତି ପାଇଁ ଯଥେଷ୍ଟ ଧ୍ୟାନ ଦିଅନ୍ତୁ । ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ

ଅଶ୍ଳେଷା - ଜୀବନରେ ଉନ୍ନତି ସୂଚିତ ହେବ । ସମାଜରେ ଲୋକ ପ୍ରିୟତା ବଢିବ । କର୍ମଜୀବି ମହିଳାଙ୍କର ଦରମା ବୃଦ୍ଧି ପାଇବ

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :