• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Libra

ତୁଳା

Thursday 15 Jun 2023

ଚିତ୍ରା – କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ। ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି କ୍ଷ

ସ୍ୱାତୀ – ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହଯୋଗ ମିଳିବ । କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ

ବିଶାଖା – ଧନ ସଂମ୍ପତି ବୃଦ୍ଧି ହୋଇପାରେ । ଗାଡିମଟର କ୍ରୟ କରିବାର ଅଭିଳାଷା ପୂରଣ ହେବ । ମନ ବୁଝିବାଭଳି କଥା କହି ବନ୍ଧୁଙ୍କୁ ଆପଣେଇବେ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :