• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Scorpio

ବିଛା

Thursday 15 Jun 2023

ବିଶାଖା – ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କାରବାର ବିସ୍ତାର କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ପଡିବ

ଅନୁରାଧା – ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇ ଖୁସି ରହିବେ ।

ଜ୍ୟେଷ୍ଠା – ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ମାଆ ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :