• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Sagittarius

ଧନୁ

Thursday 15 Jun 2023

ମୂଳା – ନିଜ ମନର କଥା ବନ୍ଧୁକୁ ପ୍ରକାଶ କରନ୍ତୁ ,ମନ ହାଲକା ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ ।

ପୂ , ଷାଢା – ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ବ୍ୟବସାୟରେ ଲାଭାଂଶ କମାଇବେ

ଉ , ଷାଢା – ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସି୍ଥତି ରହିପାରେ । ସାସୃତିକ ପରିବେଶରେ ଯୋଗ ଦାନ କରିବେ । ନୂଆ ସମ୍ପତି କ୍ରୟ କରିବେ

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :