• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୫ ଶନିବାର,ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୨.୩୨ ଗତେ ୧୦ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷିଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୦୮.୧୩ ଗତେ ୧ ପାଦ କୃଷିହାନି-ଭୂମିଦାନ

Aries

ମେଷ

Saturday 15 Jun 2024

ଅଶ୍ୱନୀ- କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକଙ୍କ ସହାୟତ ଯୋଗୁଁ ଲାଭବାନ ହୋଇପାରନ୍ତି କ୍ଷ ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ ।

ଦ୍ୱିଜା- କାର‌୍ୟ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ ।

କୃତିକା- କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :