• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୫ ଶନିବାର,ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୨.୩୨ ଗତେ ୧୦ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷିଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୦୮.୧୩ ଗତେ ୧ ପାଦ କୃଷିହାନି-ଭୂମିଦାନ

Aquarius

କୁମ୍ଭ

Saturday 15 Jun 2024

ଧନିଷ୍ଠା- ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି

ଶତଭିଷା- ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । କର୍ମ କ୍ଷେତ୍ରରେ ଦିଗହରା ହୋଇଯିବେ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ

ପୂ,ଭାଦ୍ରପଦ- ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :