• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୫ ଶନିବାର,ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୨.୩୨ ଗତେ ୧୦ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷିଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୦୮.୧୩ ଗତେ ୧ ପାଦ କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 15 Jun 2024

ମୃଗଶିରା- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ କ୍ଷ ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।

ଆଦ୍ରା- ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ କ୍ଷ ପ୍ରେମ ପ୍ରସଙ୍ଗ ପ୍ରତି ବିଶ୍ୱାସ ବଢିପାରେ ।

ପୁନର୍ବସୁ- ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ କ୍ଷ ମହିଳା ମାନେ ପୂଜାପାଠରେ ମନ ଲଗାଇବେ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :