• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୫ ଶନିବାର,ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୨.୩୨ ଗତେ ୧୦ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷିଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୦୮.୧୩ ଗତେ ୧ ପାଦ କୃଷିହାନି-ଭୂମିଦାନ

Cancer

କର୍କଟ

Saturday 15 Jun 2024

ପୁନର୍ବସୁ- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।

ପୁଷ୍ୟା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ।

ଅଶ୍ଲେଷା- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ

ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :