• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୫ ଶନିବାର,ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୨.୩୨ ଗତେ ୧୦ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷିଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୦୮.୧୩ ଗତେ ୧ ପାଦ କୃଷିହାନି-ଭୂମିଦାନ

Leo

ସିଂହ

Saturday 15 Jun 2024

ମଘା- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ

ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ କ୍ଷ ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ

ଉ,ଫାଲଗୁନି- ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ମଧ୍ୟ ବିରୁଦ୍ଧାଚରଣ କରିପାରନ୍ତି । ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।

ପ୍ରତିକାର – ସୂର‌୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :