• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୫ ଶନିବାର,ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୨.୩୨ ଗତେ ୧୦ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷିଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୦୮.୧୩ ଗତେ ୧ ପାଦ କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 15 Jun 2024

ଉ,ଫଳଗୁନି- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ । ଅଫିସରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ ।

ହସ୍ତା- ଧର୍ମକାର‌୍ୟ୍ୟରେ ବ୍ୟସ୍ତ ରହିବେ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର‌୍ୟ୍ୟ ହାସଲ କରିବେ।

ଚିତ୍ରା- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ

ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :