• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୫ ଶନିବାର,ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୨.୩୨ ଗତେ ୧୦ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷିଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୦୮.୧୩ ଗତେ ୧ ପାଦ କୃଷିହାନି-ଭୂମିଦାନ

Scorpio

ବିଛା

Saturday 15 Jun 2024

ବିଶାଖା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ

ଅନୁରାଧା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ।

ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ

ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :