• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୫ ଶନିବାର,ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୨.୩୨ ଗତେ ୧୦ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷିଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୦୮.୧୩ ଗତେ ୧ ପାଦ କୃଷିହାନି-ଭୂମିଦାନ

Sagittarius

ଧନୁ

Saturday 15 Jun 2024

ମୂଳା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ ।

ପୂ,ଷାଢା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ ମହିଳା ମାନେ କଠିନ ପରିଶ୍ରମ କରିବେ

ଉ,ଷାଢା- ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଂଶସିତ ହେବେ । ଉପରିସ୍ଥିଙ୍କ ଆଦେଶାନୁକ୍ରମେ ଦୂରଯାତ୍ରାର ସୁଯୋଗ ପାଇପାରନ୍ତି

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :