• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୫ ଶନିବାର,ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୨.୩୨ ଗତେ ୧୦ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷିଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୦୮.୧୩ ଗତେ ୧ ପାଦ କୃଷିହାନି-ଭୂମିଦାନ

Capricorn

ମକର

Saturday 15 Jun 2024

ଉ,ଷାଢା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।

ଶ୍ରବଣା- ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । କାର‌୍ୟ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ ।

ଧନିଷ୍ଠା- ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ । ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି ।

ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :