Advertisment

Daily Horoscope 15th June 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

author-image
Tapaswini Nayak
Daily Horoscope 15th June 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...
ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।