• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଚରମ ସଫଳତା ହାସଲ କରିବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର – ବିଛା ପ୍ରାତଃ ୦୭.୩୩ ଗତେ ଧନୁ,ତିଥି – ୮ମୀ ସନ୍ଧ୍ୟା ୦୬.୪୬ ଗତେ ୯ମୀ,ଘାତ ଚନ୍ଦ୍ର – ପ୍ରାତଃ ୦୭.୩୩ ଗତେ ତୁଳା ଓ କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Wednesday 15 Mar 2023

ଅଶ୍ୱନୀ- ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।

କୃତିକା- ସାଥୀଙ୍କ ମଧ୍ୟରେ ଏକ ଭଲ ପାରସ୍ପରିକ ବୁଝାମଣା ହେବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ । ଭାବୁଥିବା କାମଟିକୁ ସଂପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ

ଦ୍ୱିଜା- ହିସାବ , ନିକାଶ ପାଇଁ ସୁନ୍ଦର ଅବସର ପାଇ ପାରନ୍ତି । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଦେବୀମାତାଙ୍କ ଧ୍ୟାନରେ , ମନରେ ସକାରତ୍ମକ ଶକ୍ତି ସଂଚାର ହେବ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :