ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର – ବିଛା ପ୍ରାତଃ ୦୭.୩୩ ଗତେ ଧନୁ,ତିଥି – ୮ମୀ ସନ୍ଧ୍ୟା ୦୬.୪୬ ଗତେ ୯ମୀ,ଘାତ ଚନ୍ଦ୍ର – ପ୍ରାତଃ ୦୭.୩୩ ଗତେ ତୁଳା ଓ କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି
କୃତିକା- କିଛି କାର୍ୟ୍ୟ କଳାପ ଆପଣଙ୍କର ସରକାରଙ୍କ ବିରୋଧରେ ଯାଇପାରେ । ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ
ରୋହିଣୀ- ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଏକାଡେମିକ୍ କାର୍ୟ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ
ମୃଗଶିରା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬