• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଚରମ ସଫଳତା ହାସଲ କରିବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର – ବିଛା ପ୍ରାତଃ ୦୭.୩୩ ଗତେ ଧନୁ,ତିଥି – ୮ମୀ ସନ୍ଧ୍ୟା ୦୬.୪୬ ଗତେ ୯ମୀ,ଘାତ ଚନ୍ଦ୍ର – ପ୍ରାତଃ ୦୭.୩୩ ଗତେ ତୁଳା ଓ କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Wednesday 15 Mar 2023

ପୂ, ଭାଦ୍ରପଦ- ବାପାଙ୍କ ସହିତ ସମ୍ପର୍କ ପ୍ରତି ଧ୍ୟାନ ଦେବା ଆବଶ୍ୟକ । ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ

ଉ, ଭାଦ୍ରପଦ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ

ରେବତୀ- ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ । ମନରେ ନୂଆ ଆଶା ସୃଷ୍ଟି ହେବ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :