• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଚରମ ସଫଳତା ହାସଲ କରିବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର – ବିଛା ପ୍ରାତଃ ୦୭.୩୩ ଗତେ ଧନୁ,ତିଥି – ୮ମୀ ସନ୍ଧ୍ୟା ୦୬.୪୬ ଗତେ ୯ମୀ,ଘାତ ଚନ୍ଦ୍ର – ପ୍ରାତଃ ୦୭.୩୩ ଗତେ ତୁଳା ଓ କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Wednesday 15 Mar 2023

ପୁନର୍ବସୁ-ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର‌୍ୟ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ । ପରିବାରରେ କିଛି ବିବାଦ ଦେଖାଦେବା ସହିତ ଅଧିକ ଚାପଗ୍ରସ୍ତ ରହିପାରନ୍ତି

ପୁଷ୍ୟା- ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଯିବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ

ଅଶ୍ଳେଷା - କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :