• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଚରମ ସଫଳତା ହାସଲ କରିବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର – ବିଛା ପ୍ରାତଃ ୦୭.୩୩ ଗତେ ଧନୁ,ତିଥି – ୮ମୀ ସନ୍ଧ୍ୟା ୦୬.୪୬ ଗତେ ୯ମୀ,ଘାତ ଚନ୍ଦ୍ର – ପ୍ରାତଃ ୦୭.୩୩ ଗତେ ତୁଳା ଓ କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Wednesday 15 Mar 2023

ମଘା- ଆଖିରେ ଯନ୍ତ୍ରଣା ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ

ପୂ- ଫାଲ୍‌ଗୁନୀ- ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ

ଉ- ଫାଲ୍‌ଗୁନୀ- ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :