• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଚରମ ସଫଳତା ହାସଲ କରିବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର – ବିଛା ପ୍ରାତଃ ୦୭.୩୩ ଗତେ ଧନୁ,ତିଥି – ୮ମୀ ସନ୍ଧ୍ୟା ୦୬.୪୬ ଗତେ ୯ମୀ,ଘାତ ଚନ୍ଦ୍ର – ପ୍ରାତଃ ୦୭.୩୩ ଗତେ ତୁଳା ଓ କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Wednesday 15 Mar 2023

ଉ- ଫାଲ୍‌ଗୁନୀ- କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି

ହସ୍ତା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ

ଚିତ୍ରା- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଚିନ୍ତାଶୀଳ ବ୍ୟକ୍ତିଙ୍କ ମାଧ୍ୟମରେ କାର‌୍ୟ୍ୟ ସିଦ୍ଧ ହେବ । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :