• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଚରମ ସଫଳତା ହାସଲ କରିବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର – ବିଛା ପ୍ରାତଃ ୦୭.୩୩ ଗତେ ଧନୁ,ତିଥି – ୮ମୀ ସନ୍ଧ୍ୟା ୦୬.୪୬ ଗତେ ୯ମୀ,ଘାତ ଚନ୍ଦ୍ର – ପ୍ରାତଃ ୦୭.୩୩ ଗତେ ତୁଳା ଓ କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Wednesday 15 Mar 2023

ଚିତ୍ରା- କାର‌୍ୟ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ

ସ୍ୱାତୀ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପାଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ

ବିଶାଖା- କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :