• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଚରମ ସଫଳତା ହାସଲ କରିବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର – ବିଛା ପ୍ରାତଃ ୦୭.୩୩ ଗତେ ଧନୁ,ତିଥି – ୮ମୀ ସନ୍ଧ୍ୟା ୦୬.୪୬ ଗତେ ୯ମୀ,ଘାତ ଚନ୍ଦ୍ର – ପ୍ରାତଃ ୦୭.୩୩ ଗତେ ତୁଳା ଓ କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Wednesday 15 Mar 2023

ମୂଳା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ ।

ପୂ, ଷାଢା- ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ

ଉ, ଷାଢା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ । ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :