• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଚରମ ସଫଳତା ହାସଲ କରିବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର – ବିଛା ପ୍ରାତଃ ୦୭.୩୩ ଗତେ ଧନୁ,ତିଥି – ୮ମୀ ସନ୍ଧ୍ୟା ୦୬.୪୬ ଗତେ ୯ମୀ,ଘାତ ଚନ୍ଦ୍ର – ପ୍ରାତଃ ୦୭.୩୩ ଗତେ ତୁଳା ଓ କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Capricorn

ମକର

Wednesday 15 Mar 2023

ଉ, ଷାଢା- ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର୍ଯ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ ।

ଶ୍ରବଣା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । କାମଧନ୍ଦା ସମ୍ବନ୍ଧୀୟ କୌଣସି ବଡ ଆହ୍ୱାନ ଆସିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ

ଧନିଷ୍ଠା- କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ

ପ୍ରତିକାର – ମାଆ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :